spot_img

ଆଜି ରାଜ୍ୟରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ୩ ଜଣ, ଭୁବନେଶ୍ୱରରୁ ୨ ଜଣ , କଟକରୁ ଜଣେ, ବଲାଙ୍ଗିରରୁ ଜଣେ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ମୟୁରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୧୩ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular