spot_img

ବିଧାନସଭାର ୧୪ ଜଣ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭା ଅଧିବେଶନ ବସିବା ଆଗରୁ ୧୪ ବିଧାୟକଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଉପବାଚସ୍ପତି ରଜନୀକାନ୍ତ ସିଂ କରୋନା ଆକ୍ରାନ୍ତ ହୋଇଥିବା ବେଳେ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ, ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ଦେବୀ ମିଶ୍ର ରହିଛନ୍ତି । ପୂର୍ବରୁ ୪୦ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୯ ଜଣ ମନ୍ତ୍ରୀ ମଧ୍ୟ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular