spot_img

ଆଜି ରାଜ୍ୟରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ୩ ଜଣ, ଭୁବନେଶ୍ୱରରୁ ୩ ଜଣ , କଟକରୁ ୩ ଜଣ, ବଲାଙ୍ଗିରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, ନବରଙ୍ଗପୁରରୁ ଜଣେ, ପୁରୀରୁ ୨ ଜଣ, ସୁନ୍ଦରଗଡ଼ରୁ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୨୮ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular