ନବରଙ୍ଗପୁର : ନବରଙ୍ଗପୁର ବ୍ଲକ ମନ୍ତ୍ରୀଗୁଡା ପଞ୍ଚାୟତ ବଣୁଆଗୁଡା ଗାଁ ନିକଟରେ ଭାଲୁ ବୁଲୁଥିବାର ଦେଖିବାକୁ ମିଳିଛି । ଏହି ଗାଁର ୨ଜଣ ବ୍ୟକ୍ତି ଜଙ୍ଗଲକୁ ଗାଇ ଚରାଇବାକୁ ଯାଇଥିବା ବେଳେ ଜଣେ ବ୍ୟକ୍ତି ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନବରଙ୍ଗପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି କରିଛନ୍ତି ।
ମିଳିଥିବା ସୂଚନା ଅନୁସାରେ ଗାଁ ଜଙ୍ଗଲରେ ପ୍ରାୟ ୭ଟି ଭାଲୁ ଅଛନ୍ତି । ସନ୍ଧ୍ୟାରେ ଭାଲୁ ଗୁଡିକ ଗାଁ ମୁହାଁ ହେବା ସହିତ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଥିଲ।। ଯାହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0