spot_img

ଟସ ଜିତି ଦିଲ୍ଲୀ କ୍ୟାପିଟାଲ୍ସର ଫିଲଡ଼ିଂ ନିଷ୍ପତି

ଦୁବାଇ: ଆଜି ମୁହାଁ ମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ । ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିବା ଲକ୍ଷରେ ପଡ଼ିଆକୁ ଓହ୍ଲାଇବ ଆଜି ଦିଲ୍ଲୀ କ୍ୟାପିଟାଲ୍ସ । ଦିଲ୍ଲୀ କ୍ୟାପିଟାଲ୍ସ ଟସ ଜିତି ଫିଲଡ଼ିଂ ନିଷ୍ପତି ନେଲା । ଅନ୍ୟପଟେ ସନରାଇଜର୍ସ ହାଇଦ୍ରାବାଦ ଦଳ ଚମକ୍ରାର ପ୍ରଦର୍ଶନ କରିଆସୁଛି । । ଶ୍ରେୟସ ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ମ୍ୟାଚରୁ ହିଁ ତା’ର ବିଜୟ ଅଭିଯାନ ବଜାୟ ରଖିଛି ।

ସେହିପରି ଡ଼େଭିଡ଼ ୱାର୍ଣ୍ଣରଙ୍କ ନେତୃତ୍ୱାଧୀନ ସନରାଇଜର୍ସ ହାଇଦ୍ରାବାଦ ଚଳିତ ବର୍ଷ ଆଇପିଏଲରେ ୨ଟି ମ୍ୟାଚ ଖେଳି ଗୋଟିଏରେ ବି ଜିତିନି । ତେବେ ଆଜିର ମ୍ୟାଚରେ ଉଭୟ ଦଳଙ୍କ ମଧ୍ୟରେ କଡ଼ା ଟକ୍କର ହେବାକୁ ଯାଉଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular