ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ଜଣେ, ଭଦ୍ରକରୁ ଜଣେ, ଭୁବନେଶ୍ୱରରୁ ୨ ଜଣ , କଟକରୁ ଜଣେ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ଜଣେ, ନୟାଗଡ଼ରୁ ୩ ଜଣ, ପୁରୀରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୪୨ କୁ ବୃଦ୍ଧି ପାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0