spot_img

ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ପଟ୍ଟାମୁଣ୍ଡାଇ ବଜାର

ପଟ୍ଟାମୁଣ୍ଡାଇ :  କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ ବଜାର ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ତେବେ ଆଜିଠାରୁ ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ପଟ୍ଟାମୁଣ୍ଡାଇ ବଜାର । ୨ଟା ପରେ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ବଜାରର ବିଭିନ୍ନ ସଂଗଠନ । କରୋନା ସଂକ୍ରମଣ ବଢ଼ୁଥିବାରୁ ବ୍ୟବସାୟୀମାନେ ଏହି ନିଷ୍ପତ୍ତି ନେଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular