spot_img

ଆଜି ରାଜ୍ୟରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ୨ ଜଣ, ବରଗଡ଼ରୁ ଜଣେ, ଭୁବନେଶ୍ୱରରୁ ୪ ଜଣ, କଟକରୁ ୨ ଜଣ, ଜଗତସିଂହପୁରରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, ନୟାଗଡ଼ରୁ ୩ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୭୫ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular