ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବାଲେଶ୍ୱରରୁ ୩ ଜଣ , ଭଦ୍ରକରୁ ଜଣେ, ଢ଼େଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, ମୟୁରଭଞ୍ଜରୁ ଜଣେ, ନୟାଗଡ଼ରୁ ଜଣେ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୯୨ କୁ ବୃଦ୍ଧି ପାଇଛି ।



Visitors Today : 3
Total Visitors : 130213
Total Views : 9891684
Visitors Online Now : 0