ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୨୯ ହଜାର ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪ ହଜାର ୩୧୪ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧ ଲକ୍ଷ ୯୪ ହଜାର ୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୩୩ ଲକ୍ଷ ୯୫ ହଜାର ୨୬୫ ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 3
Total Visitors : 130213
Total Views : 9891684
Visitors Online Now : 0