ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୭୬ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୦ ଜଣ ରହିଥିବା ବେଳେ ୨୧୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୪୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 3rd Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/fdHmvVFaYS— BMC (@bmcbbsr) October 3, 2020
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୦୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୯୨୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୦ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 1
Total Visitors : 130220
Total Views : 9891693
Visitors Online Now : 0