ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।
2. A 72-year old male of Balasore district who was also suffering from Diabetes & Hypertension.
3. A 72-year old male of Balasore district.
4. A 68-year old female of Balasore district who was also suffering from Diabetes & Hypertension.
5. A 39-year old male of Bhubaneswar.
— H & FW Dept Odisha (@HFWOdisha) October 8, 2020



Visitors Today : 5
Total Visitors : 130174
Total Views : 9891621
Visitors Online Now : 0