spot_img

ରାଜଧାନୀରୁ ବାହାରିଲେ ଆଉ ୩୧୬

ଭୁବନେଶ୍ୱର ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୬  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୮୫୩ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୩୨୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୨୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୧ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular