ଭୁବନେଶ୍ୱର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଯୁକ୍ତ୩ କଲେଜର ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ୧୭ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ। ଏନେଇ ସବିଶେଷ ବିବରଣୀ ସୋମବାର ପ୍ରକାଶ ପାଇବ ବୋଲି ଉଚ୍ଚଶିକ୍ଷା ବିଭାଗ ପର୍ଫମାନ୍ସ ଟ୍ରାକିଂ ସେଲ୍ ମୁଖ୍ୟ ମିହିର ଦାଶ ସୂଚନା ଦେଇଛନ୍ତି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0