ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
3.A 62 year old male of Bhubaneswar who was also suffering from Diabetes.
4.A 66 year old male of Bhubaneswar who was also suffering from Hypertension.
5.A 78 year old male of Bhubaneswar who was also suffering from Diabetes & Hypertension.
— H & FW Dept Odisha (@HFWOdisha) October 10, 2020



Visitors Today : 3
Total Visitors : 130169
Total Views : 9891615
Visitors Online Now : 0