ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଢେଙ୍କାନାଳରୁ ୨ଜଣ,କଳାହାଣ୍ଡି, କେନ୍ଦ୍ରାପଡା, ଗଜପତି, ପୁରୀ ଓ କୋରାପୁଟରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0