ରାଉରକେଲା : ଡାଲମିଆ ସିମେଣ୍ଟ କାରଖାନାରେ କାମ କରୁଥିବା ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ହେଲେ ଦାରୁପଡାର ଦୀପକ ଏକ୍କା। ସେ ଜଣେ ଠିକା ଶ୍ରମିକ ଭାବେ କାମ କରୁଥିଲେ । ତାଙ୍କୁ ରାଜଗାଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଚାପା ଉତ୍ତେଜନା ଲାଗି ରହିଛି । ପରିବାର ଲୋକ ଓ ଗାଁ ଲୋକେ କ୍ଷତିପୂରଣ ଦାବି କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।



Visitors Today : 2
Total Visitors : 130224
Total Views : 9891699
Visitors Online Now : 0