ଅନୁଗୋଳ : ଅନୁଗୋଳ ଜିଲ୍ଲା କଣିହାଁ ବନାଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଉଛି। ବନବିଭାଗ ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ବିଫଳ ହେଉଛନ୍ତି। ଯାହାକୁ ନେଇ ଆଜି ବିଜେପି ପକ୍ଷରୁ ବନବିଭାଗକୁ ହାତୀ ଉପଦ୍ରବ ରୋକିବାକୁ ଏକ ଦାବିପତ୍ର ଦିଆଯାଇଛି। ଏହାସହ କ୍ଷତିଗ୍ରସ୍ତ ଚାଷୀଙ୍କ ଉପଯୁକ୍ତ ମୂଲ୍ୟାୟନ କରି ସେମାନଙ୍କୁ କ୍ଷତିପୂରଣ ଦେବାକୁ ବ୍ଲକ ସମ୍ମୁଖରେ ଆନ୍ଦୋଳନ କରିଛି ବିଜେପି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0