ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0