ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ମଧ୍ୟ ୩୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଢ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସାଂସଦ ଜୁଏଲ ଓରାମ, ସୁରେଶ ପୂଜାରୀ, ଅପରାଜିତା ଷଢ଼ଙ୍ଗୀ, ବସନ୍ତ କୁମାର ପଣ୍ଡା, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବୈଜୟନ୍ତ ପଣ୍ଡା, ଅରୁଣ ସିଂହ, ସୌଦାନ ସିଂ, କେ.ଭି. ସିଂଦେଓ, ମନମୋହନ ସାମଲ, ପୃଥୀରାଜ ହରିଚନ୍ଦନ, ବିଜୟ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାଁ ଏହି ତାଲିକାରେ ରହିଛି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0