ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
2.A 69 year old male of Balasore District who was suffering from Diabetes & Hypertension.
3.A 57 year old female of Bhubaneswar.
4.A 70 year old male of Bhubaneswar.
5.A 73 year old female of Bhubaneswar who was also suffering from Diabetes, Hypothyroidism & Hypertension.— H & FW Dept Odisha (@HFWOdisha) October 17, 2020



Visitors Today : 3
Total Visitors : 130169
Total Views : 9891615
Visitors Online Now : 0