ସମ୍ବଲପୁର :ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅର୍ଦ୍ଧଦଗ୍ଧ ଯୁବକଙ୍କ ମୃତ ଦେହ ଉଦ୍ଧାର । ଏଭଳି ଘଟଣା ଘଟିଛି ସମ୍ବଲପୁର ଯୁଯୁମୁରା ଥାନା ବାନ୍ଦେର ସଂରକ୍ଷିତ ଜଙ୍ଗଲରେ । ମୃତ ଯୁବକ ଜଣଙ୍କ ଝାଡୁମୁଣ୍ଡା ଗାଁର ନୀଳାମ୍ବର ବନଛୋର । ନୀଳାମ୍ବର ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅର୍ଦ୍ଧଦଗ୍ଧ ହୋଇଥିଲେ । ତେବେ ଧରାପଡିଯିବା ଭୟରେ ଶିକାରୀମାନେ ତାଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ପରିବାରଲୋକ ଅଭିଯୋଗ ଆଣିଛନ୍ତି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0