କନ୍ଧମାଳ: କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣା । ବିଳମ୍ବତି ରାତିରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରକ । ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ଭଂଜନଗର ମେଡିକାଲ ଓ ପରେ ପରେ ବ୍ରହ୍ମପୁର ବଡ ମେଡିକାଲକୁ ଚିକତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି ।

Visitors Today : 3
Total Visitors : 130169
Total Views : 9891615
Visitors Online Now : 0