ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ ଘଟିଛି । ମୃତ୍ୟୁ ସମୟରେ ତାଙ୍କୁ ୭୭ ବର୍ଷ ହୋଇଥିବାର ସୂଚନା ମିଳିଛି । ଏନେଇ ତାଙ୍କ ପୁଅ ରୋମିଓ ନନ୍ଦ ଗଣମାଧ୍ୟମ ନିକଟରେ ସ୍ଫଷ୍ଟ କରିଛନ୍ତି । ତେବେ ଗୁରୁପଦ ୧୯୮୦ରେ କଂଗ୍ରେସରୁ ଟିକେଟ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଥିଲେ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0