spot_img

କାଲିଠୁ ଓଡ଼ିଶାରେ ପ୍ଲାଜମା ଥେରାପି ଆରମ୍ଭ

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଭୁବନେଶ୍ୱର ସମ୍,କିମ୍ସ ଓ କଟକ ଅଶ୍ୱିନୀରେ ଏହା ଆରମ୍ବ ହେବ । କଟକ ଏସିବି ମେଡ଼ିକାଲ କଲେଜ ପ୍ଲାଜମା ଥେରାପି ନୋଡ଼ାଲ ସେଣ୍ଟର ରହିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ପରେ ସୂଚନା ମିଳିଛି । ରାଜ୍ୟରେ କୋଭିଡ଼ ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ଟି ଜିଲ୍ଲାକୁ ଅଧିକ ଫୋକସ୍ ଦେବା ପାଇଁ କୁହାଯାଇଛି। ଗଂଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ଅଧିକ ଫୋକସ୍‌ରେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular