ରାଉରକେଲା: ରାଉରକେଲାରେ ଗୋଟିଏ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ କାର ଚାଳକ ଆହତ ହୋଇଥିଲେ। ପୁଲିସ୍ ପିସିଆର ପେଟ୍ରୋଲିଙ୍ଗ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ପ୍ରାଥମିକ ଚିକିତ୍ସା କରି ଡାକ୍ତରଖାନା ପଠାଇଥିଲା ।

Visitors Today : 5
Total Visitors : 130174
Total Views : 9891621
Visitors Online Now : 0