ନୂଆଦିଲ୍ଲୀ: କୋଭାକ୍ସିନ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ମିଳିଛି ଅନୁମତି । ଭାରତର ବାୟୋଟେକ୍ ଓ ଆଇସିଏମଆର ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି କୋଭାକ୍ସିନ । ଡ୍ରଗ କଂଟ୍ରୋଲ ଅଥରିଟି ଅଫ୍ ଇଣ୍ଡିଆ ଏହି ଟିକାର ଶେଷ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଅନୁମତି ଦେଇଛନ୍ତି । ଗତ ତିନି ମାସ ତଳେ ଜୁଲାଇ ମାସରେ ଭାରତ ବାୟୋଟେକ୍ ଇଣ୍ଡିଆ ଲିମିଟେଡକୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିଥିଲା ।



Visitors Today : 6
Total Visitors : 130181
Total Views : 9891632
Visitors Online Now : 0