spot_img

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି ଏନେଇ ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି

LEAVE A REPLY

Please enter your comment!
Please enter your name here

- Advertisment -

Most Popular