spot_img

ପୋଲିସ କବଜାରେ ବାଇକ୍ ଲୁଟେରା ଗ୍ୟାଙ୍ଗ୍

କଟକ କଟକରୁ ବଡ ଧରଣର ବାଇକ୍ ଲୁଟେରା ଗ୍ୟାଙ୍ଗ୍ ଠାବ ହୋଇଛି କଟକ ଜଗତପୁର ଥାନା ପୋଲିସ କବଜାରେ ଏବେ ଲୁଟେରା ଗ୍ୟାଙ୍ଗ୍ ଗ୍ୟାଙ୍ଗର ଜଣ ସଦସ୍ୟଙ୍କୁ ଗିରଫ କରିଛି ପୋଲିସ ସେମାନଙ୍କ ନିକଟରୁ ୩୫ଟି ଚୋରା ବାଇକ୍ ଜବତ କରାଯାଇଛି ନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି

ଏହି ଲୁଟେରାମାନେ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଟାର୍ଗେଟ୍ କରି ବାଇକ୍ ଚୋରି କରୁଥିଲେ କୌଣସି ବିଶେଷ ସୂତ୍ରରୁ ସୂଚନା ପାଇ ପୋଲିସ ଏମାନଙ୍କ ଉପରେ ନଜର ରଖିଥିଲା ତେବେ ଗ୍ୟାଙ୍ଗର ୫ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ଏସପି କହିଛନ୍ତି

LEAVE A REPLY

Please enter your comment!
Please enter your name here

- Advertisment -

Most Popular