ଅନୁଗୁଳ : ଅନୁଗୁଳ ଜିଲ୍ଲାର ଜରପଡ଼ା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ କୋଇଲା ବୋଝେଇ ଟ୍ରକକୁ ପଛପଟୁ ଟ୍ରଲର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଟ୍ରଲର ଚାଳକ ଓ ହେଲପର ମୃତ୍ୟୁବରଣ କରିଛନ୍ତି। ଜରପଡ଼ା ଥାନାର ୫୫ ନମ୍ବର ଜାତୀୟ ରାଜପଥରେ କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରଲର । ଏହା ଫଳରେ ଦୁଇ ଜଣ ମୃତ୍ୟୁ ବରଣ କରିଥିଲେ।ଖବର ପାଇ ଜରପଡ଼ା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କର ମୃତ ଦେହ ଉଦ୍ଧାର କରିଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0