spot_img

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୨୯ ତାରିଖରୁ ବର୍ଷା

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉପକୂଳ ଓ ସଂଲଗ୍ନ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ସ୍ୱଳ୍ପ ବର୍ଷା ହୋଇପାରେ। ଅକ୍ଟୋବର ୨୫ରେ ଉପକୂଳ ଓଡ଼ିଶା ଜିଲ୍ଲା ଗୁଡ଼ିକ, କେନ୍ଦୁଝର, ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular