ଭୁବନେଶ୍ୱର ୧୫।୦୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 14th July
New Positive Cases: 618
In Quarantine: 411
Local Contacts: 207(Details of local contacts will be shared by concerned Dist Administration)
District Wise Cases
1. Angul: 14
2. Balasore: 61
3. Bhadrak: 1
4. Bolangir: 2
5. Boudh: 2
6. Cuttack: 16— I & PR Department, Odisha (@IPR_Odisha) July 15, 2020
ଚିହ୍ନଟ ହୋଇଥିବା ୬୧୮ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ , ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୬ଜଣ, ଗଜତସିହଂପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 14th July
New Positive Cases: 618
In Quarantine: 411
Local Contacts: 207(Details of local contacts will be shared by concerned Dist Administration)
District Wise Cases
1. Angul: 14
2. Balasore: 61
3. Bhadrak: 1
4. Bolangir: 2
5. Boudh: 2
6. Cuttack: 16— I & PR Department, Odisha (@IPR_Odisha) July 15, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୯୩୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୫୩୮୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0