spot_img

ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ

ଗଞ୍ଜାମ : ମଦ ପାଇଁ ମହାଭାରତ ଗଞ୍ଜାମ ଜିଲ୍ଲା ଭାଟକୁମରଡ଼ାରେ ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ ହୋଇଛି ଘଟଣାରେ ୨ଜଣ ଗୁରୁତର ଥିବା ଜଣାପଡିଛି ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି

ଖବର ଅନୁଯାୟୀ, ଭାଟକୁମରଡ଼ା ଗାଁରେ ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ ହୋଇଛି ୨ଜଣ ଯୁବକଙ୍କୁ ୧୫ରୁ ଅଧିକ ଲୋକ ମରଣାନ୍ତକ ଆକ୍ରମଣ କରିଛନ୍ତି ଯାହାଫଳରେ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି ସେମାନଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ତେବେ ଗୁରୁତର ଥିବା ବ୍ୟକ୍ତିଙ୍କ ନାମ ସୁବାସ ପଣ୍ଡା ରଞ୍ଜନ ସାହୁ ଥିବା ଜଣାପଡିଛି ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି

LEAVE A REPLY

Please enter your comment!
Please enter your name here

- Advertisment -

Most Popular