ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୨୦ହଜାର ୧୦ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୯ଲକ୍ଷ ୯୦ ହଜାର ୩୨୨ । ଗତ ୨୪ ଘଣ୍ଟାରେ ୪୩ ହଜାର ୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୫୦୮ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୨ ଲକ୍ଷ ୫୯ ହଜାର ୫୦୯ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ଲକ୍ଷ ୧୦ ହଜାର ୮୦୩ ରହିଛି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0