ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୧ ଜଣ ରହିଥିବା ବେଳେ ୭୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୯୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୨ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 3
Total Visitors : 130184
Total Views : 9891636
Visitors Online Now : 0