ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨ ଲକ୍ଷ ୯୧ହଜାର ୮୨୫ଜଣକରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪ ହଜାର ୬୯୨ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୨ ଲକ୍ଷ ୭୫ହଜାର ୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୩୩୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୪୬ଲକ୍ଷ ୫୫ହଜାର ୧୮୬୦ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0