spot_img

ରାଜ୍ୟପାଳ ଗଣେଶୀ ଲାଲଙ୍କୁ କରୋନା

ଭୁବନେଶ୍ବରରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ପତ୍ନୀଙ୍କର କରୋନା ପରୀକ୍ଷା ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ଏନେଇ ଟ୍ବିଟ୍ ଯୋଗେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରିବାକୁ କୁହାଯାଇଛି ।

ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟ୍ବିଟ୍‌ରେ ଲେଖାଯାଇଛି ଯେ, ‘ମାନ୍ୟବର ରାଜ୍ୟପାଳ ଏବଂ ତାଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି । ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରାଇନେବାକୁ ଅନୁରୋଧ ।’

 

 

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular