spot_img

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular