spot_img

ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା : ଜଙ୍କିଆ ଥାନା ଛଣଗିରି ଗାଁର ବିଦ୍ୟୁତ ସବଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଛଣଗିରି ଗ୍ରାମର ସେକ ସୁଲେମାନ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular