ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୨୩ହଜାର ୯୭ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮୨ଲକ୍ଷ ୬୭ ହଜାର ୬୨୩ । ଗତ ୨୪ ଘଣ୍ଟାରେ ୩୮ ହଜାର ୩୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୪୯୦ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୬ ଲକ୍ଷ ୦୩ ହଜାର ୧୨୧ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ଲକ୍ଷ ୪୧ ହଜାର ୪୦୫ ରହିଛି ।



Visitors Today : 3
Total Visitors : 130172
Total Views : 9891619
Visitors Online Now : 0