ପୁରୀ : ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ଅନିୟମିତତା ପ୍ରସଂଗରେ ହାଇକୋର୍ଟରେ ସରକାର ଜବାବ ଦାଖଲ କରିଛନ୍ତି। ତେବେ ସରକାରଙ୍କ ଜବାବ ଉପରେ ଆବେଦନକାରୀ ପ୍ରତିଜବାବ ରଖିପାରିବେ ବୋଲି ହିଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ୟ୍ୟ କରାଯାଇଛି। ଜଷ୍ଟିସ ଏସ୍.କେ. ମିଶ୍ର ଓ ଡକ୍ଟର ଜଷ୍ଟିସ୍ ବି.ଆର୍. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡା. ସମ୍ବିତ ପାତ୍ର ଓ ଜଗନ୍ନାଥ ବସ୍ତିଆଙ୍କ ପକ୍ଷରୁ ଦାୟର ମାମଲାର ଏକତ୍ର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0