spot_img

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତୁ୍ୟ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜିନିତ ମୃତୁ୍ୟ ସଂଖ୍ୟା ୧ହଜାର ୩୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ମାଲକାନଗିରି ୩ ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୩ , ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର ୧, ଝାରସୁଗୁଡା ୧, କେନ୍ଦୁଝର ୧ ସେହିପରି ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular