spot_img

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତୁ୍ୟ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୩୮୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜିନିତ ମୃତୁ୍ୟ ସଂଖ୍ୟା ୧ହଜାର ୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ଜଣ, ମୟୁରଭଞ୍ଜରୁ ୩ ଜଣ , କଟକରୁ ୨ଜଣ,ସୁନ୍ଦରଗଡ଼ରୁ ୨ଜଣ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular