spot_img

ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଗାଁରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ସହ ଗୋଟିଏ କ୍ୟାବିନ ପୋଡି ପାଉଁଶ ହୋଇଯାଇଛି। ଏହି ଘରେ ଥିବା ୨୦୦ ପାରା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ସଟସର୍କିଟରୁ ନିଆଁ ଜଳିଥିଲା। ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିାଆଁକୁ ଅୟାତ କରିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular