ମୁମ୍ବାଇ: ରିପବ୍ଲିକ୍ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କ ସମେତ ତିନି ଜଣଙ୍କୁ ମହାରାଷ୍ଟ୍ରର ରାଇଗଡ଼ ପୁଲିସ ଗିରଫ କରିଥିଲା। ଏବେ ମାମଲାର ଶୁଣାଣି କରି ମୁମ୍ବାଇର ଆଲିବାଗରେ ଥିବା ଏକ ଅଦାଲତ ରିପବ୍ଲିକ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ତାଙ୍କ ସହ ଗିରଫ ହୋଇଥିବା ଅନ୍ୟ ଦୁଇ ଜଣ ଫିରୋଜ ସେଖ୍ ଓ ନୀତେଶ ସାରଦାଙ୍କୁ ମଧ୍ୟ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0