ଆଠଗଡ: ବିନା ଭକ୍ତରେ ପାଳନ ହେବ ବଡଓଷା । ଆଠଗଡ ଧବଳେଶ୍ୱର ପୀଠରେ ବଡଓଷା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ବିନା ଭକ୍ତରେ ବଡଓଷା ପାଳନ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । କୋଭିଡ ନିୟମ ମାନି ମନ୍ଦିରର ସମସ୍ତ ନୀତିକାନ୍ତି କରାଯିବ । ବଡଓଷା ଦିନ ଧବଳେଶ୍ୱର ପୀଠ ଆଖପାଖରେ ଜାରି ହେବ ୧୪୪ । ବୈଠକ ଶେଷରେ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତିଙ୍କ ସୂଚନା ଦେଇଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0