ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ପାଇଁ ହେବାକୁ ଥିବା ଫର୍ମ ଫିଲଅପ ବିଜ୍ଞପ୍ତିକୁ ପ୍ରତ୍ୟାହାର କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପୂର୍ବରୁ ମାଧ୍ୟମିକ ଶିକ୍ଷା ପରିଷଦ ୯ରୁ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିବାକୁ ଏକ ବିଜ୍ଞପ୍ତି ପ୍ରକାଶ କରିଥିଲା। କରୋନା ମହାମାରୀ ସମୟରେ ପରୀକ୍ଷା କିପରି ହେବ ବୋଲି ପ୍ରଶ୍ନ ଉଠାଇ ସମାଲୋଚନା କରିଥିଲା ଓଷ୍ଟା। ଶେଷରେ ମାଟ୍ରିକ ପରୀକ୍ଷା ଫର୍ମ ଫିଲଅପ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି।



Visitors Today : 2
Total Visitors : 130233
Total Views : 9891713
Visitors Online Now : 0