spot_img

ଆମ ରାଜ୍ୟର କରୋନା ପରିସଂଖ୍ୟାନ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩ ଲକ୍ଷ ୧୫ହଜାର ୭୪ଜଣକରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩ ହଜାର ୨୩୯ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୨ ଲକ୍ଷ ୮୬ହଜାର ୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୨୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ମୋଟ ୪୯ଲକ୍ଷ ୩୯ହଜାର ୩୯୦ଟି ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular