ଦେଶରେ ଦୁଇଦିନ ହେବ ପୁଣି ବଢ଼ିଛି ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୪୫ ହଜାର ୬୭୪ ନୂଆ ସଂକ୍ରମିତ ଚିହ୍ନଟ । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୫ ଲକ୍ଷ ୦୭ ହଜାର ୭୫୪ । ସେହପରି ଦିନକରେ ୩ହଜାର ୯୬୭ ସକ୍ରିୟ ସଂକ୍ରମିତ ରହିଥିବା ବେଳେ ମୋଟ ସକ୍ରିୟ ରହିଛନ୍ତି ୫ଲକ୍ଷ ୧୨ହଜାର ୬୬୫ । ସେହିପରି ଦେଶରେ ଦିନକରେ ୫୫୯ଜଣ କରୋନାରେ ପ୍ରାଣ ହରାଇଛନ୍ତି । ନୂତନ ମୃତକଙ୍କୁ ମିଶାଇ ମୋଟ ମୃତୁ୍ୟ ସଂଖ୍ୟା ୧ଲକ୍ଷ ୨୬ ହଜାର ୧୨୧କୁ ବୃଦ୍ଧି । ଅନ୍ୟପଟେ ଦେଶରେ ୨୪ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୯ହଜାର ୮୨ଜଣ । ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୭୮ ଲକ୍ଷ ୬୮ ହଜାର ୯୬୮ ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0