ଆମେରିକା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ନୂଆ ରାଷ୍ଟ୍ରପତି ଜୋ-ବାଇଡେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହାସହ ଦୁଇ ଦେଶ ମଧ୍ୟରେ ସମ୍ପର୍କର ଆହୁରି ମଜ୍ଭୁତ୍ ହେବ ବୋଲି ଆଶା ବ୍ୟକ୍ତ କରିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି ଯେ, ‘ମୁଁ ଆଶା କରୁଛି ଦୁଇ ଦେଶ ମିଳିତ ଭାବେ କାର୍ୟ୍ୟ କରିବେ ଏବଂ ଭାରତ-ଆମେରିକା ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବେ।’



Visitors Today : 0
Total Visitors : 130213
Total Views : 9891684
Visitors Online Now : 0